Home Uncategorized ଏସିଆନ୍‌ ଆଥଲେଟିକ ଚାମ୍ପିଅନସିପ୍‌: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ମନପ୍ରୀତ

ଏସିଆନ୍‌ ଆଥଲେଟିକ ଚାମ୍ପିଅନସିପ୍‌: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ମନପ୍ରୀତ

0

ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ୨୨ତମ ଏସୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ମିଳିଛି ।  ମନପ୍ରୀତ କୌର ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଛନ୍ତି । ମହିଳା ସଟ୍‌ପୁଟ୍‌ରେ ମନପ୍ରୀତ୍‌ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ।

LEAVE A REPLY

Please enter your comment!
Please enter your name here