Home Uncategorized କଟକରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ

କଟକରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ

0

କଟକ: କଟକ ବଡ଼ ଡାକ୍ତରଖାନାରେ ଜଣେ ଡେଙ୍ଗୁ ରୋଗୀଙ୍କର ଆଜି ସକାଳେ ମୃତ୍ୟୁ ଘଟିଛି । ତାଙ୍କ ନାମ  ସୋମ ପ୍ରକାଶ ମିଶ୍ର ଓ ତାଙ୍କ ଘର ବିହାରରେ ବୋଲି ଜଣାପଡ଼ିଛି । ଏହା ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ବୋଲି କୁହାଯାଉଛି ।

 ସୂଚନାଯୋଗ୍ୟ ଯେ, ସୋମ ପ୍ରକାଶ ମଙ୍ଗଳବାର ଦିନ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ତାଙ୍କୁ ସେଣ୍ଟ୍ରାଲ ଆଇସିୟୁରେ ରଖାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଥିବା ଖବର ମିଳିଛି ।

LEAVE A REPLY

Please enter your comment!
Please enter your name here