Home Uncategorized ପାର୍ସଲ ବୋମା ବିସ୍ଫୋରଣ ଘଟଣା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପାର୍ସଲ ବୋମା ବିସ୍ଫୋରଣ ଘଟଣା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ବଲାଙ୍ଗୀର ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଆସନ୍ତାକାଲି ଏକ ମାସ ପୂରିବ। କିନ୍ତୁ ଏଯାଏ ରହସ୍ୟ ଉପରୁ ପରଦା ଉଠାଇ ପାରିନାହିଁ ବଲାଙ୍ଗୀର ପୁଲିସ୍‌ I ଏଭଳି ପରିସ୍ଥିତିରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମ୍‌ବ୍ରାଞ୍ଚକୁ ତଦନ୍ତ ଲାଗି ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦେଶ ପରେ ଆସନ୍ତାକାଲିଠାରୁ କ୍ରାଇମ୍‌ବ୍ରାଞ୍ଚର ଏକ ସ୍ୱତନ୍ତ୍ର ଟିମ୍‌ ବଲାଙ୍ଗୀର ଯିବେ I

LEAVE A REPLY

Please enter your comment!
Please enter your name here