Home ଓଡିଶା ‘ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ’କୁ ଉଦ୍ଘାଟନ କଲେ : ମୁଖ୍ୟମନ୍ତ୍ରୀ

‘ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ’କୁ ଉଦ୍ଘାଟନ କଲେ : ମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି  ଦୁଇଟି ସ୍ବତନ୍ତ୍ର ବଲ୍କକାର୍ଗୋ ବର୍ଥ୍ ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି Iଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମନ୍ତ୍ରୀ ଡ ନୃସିଂହ ସାହୁ, ସାଂସଦ ଅର୍ଜୁନ ଚରଣ ସେଠୀ, ବିଧାୟକ ବ୍ୟେମକେଶ ରାୟ, ମୁକ୍ତିକାନ୍ତ ମଣ୍ଡଳ, ଯୁଗୋଳ କିଶୋର ପଟ୍ଟନାୟକ, ଆଦାନୀ ଗ୍ରୁପ୍ର ଅଧ୍ୟକ୍ଷ ଗୌତମ ଆଦାନୀ, ଆଦାନୀ ଟ୍ରଷ୍ଟର ଅଧ୍ୟକ୍ଷା ଡ. ପ୍ରୀତି ଆଦାନୀ, ଆଦାନୀ ପୋର୍ଟସ ଓ ଅଧ୍ୟକ୍ଷ କରନ ଆଦାନୀ, ଧାମରା ପୋର୍ଟର ମୁଖ୍ୟ ନିର୍ବାହୀ ସୁବ୍ରତ ତ୍ରୀପାଠୀ, ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ I