Home Uncategorized ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନ ଖାରଜ

ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନ ଖାରଜ

0

ଭୁବନେଶ୍ୱର: ସିସୋର ଚିଟଫଣ୍ଡ ଲିଙ୍କ୍ ମାମଲାରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି । ପ୍ରଭାତଙ୍କ ଜାମିନ୍‌ ଆବେଦନ ଖାରଜ କଲେ ସ୍ୱତନ୍ତ୍ର ସିଜିଏମ୍‌ ସିବିଆଇ କୋର୍ଟ । ସିବିଆଇର ତଥ୍ୟ ଆଧାରରେ ପ୍ରଭାତଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here