Home Uncategorized ମାର୍ଚ୍ଚ ୨୦ରୁ ବିଧାନସଭାର ବଜେଟ ଅଧିବେଶନ

ମାର୍ଚ୍ଚ ୨୦ରୁ ବିଧାନସଭାର ବଜେଟ ଅଧିବେଶନ

0

ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଆସନ୍ତା ମାର୍ଚ୍ଚ ମାସ ୨୦ ତାରିଖ ଠାରୁ ଆରମ୍ଭ ହେବ। ଏହା ୨ଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୨୦ରୁ ୩୧ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଏପ୍ରିଲ ୧୧ରୁ ମେ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ।

LEAVE A REPLY

Please enter your comment!
Please enter your name here