Home ଓଡିଶା ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ, ସତର୍କତା ଜାରି କଲା ପାଣିପାଗ ବିଭାଗ

ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ, ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ  ବଜ୍ରପାତ ଆଶଙ୍କା ନେଇ ଆଜି ସତର୍କ ସୂଚନା ଜାରିକରିଛି ପାଣିପାଗ ବିଭାଗ । ମୋଟ ୬ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସମ୍ଭାବ୍ୟ ବଜ୍ରପାତ ନେଇ ରାତି ସାଢେ ୯ଟା ପର୍ଯ୍ୟନ୍ତ ଲୋକମାନଙ୍କୁ ସତର୍କ ରହିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି ।