Home Uncategorized ସତ୍ୟବାଦୀ, ସମ୍ବଲପୁର ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା

ସତ୍ୟବାଦୀ, ସମ୍ବଲପୁର ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା

0

ଭୁବନେଶ୍ୱର : ସତ୍ୟବାଦୀ ଓ ସମ୍ବଲପୁର ସଡ଼କ ଦୁର୍ଘଟଣାରେ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଦେବା ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ଆହତମାନଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here